Skip to main content

Odia sad love shayari , dhoka, bewafa, emotional video,

My first shayari video 

ଏଇଟା ମୋ first shayari  video , ଏଇ ଶାୟରୀ ଲେଖିବା ପାଇଁ ମୋତେ ଗୋଟିଏ ସପ୍ତାହ ଲାଗିଥିଲା । YouTube ରେ ଏଇ video upload କଲେ, ମୁଁ ଭାବିଥିଲି କି 100 views ବି ଆସିବ ବୋଲି, so let's watch my first video. 

Comments

Popular posts from this blog

Odia shayari image, romantic, sad, dhoka,Odia shayari

💝 New shayari images 2019 ଯଦି ଜାଣିବାକୁ ଚାହଁ କେତେ ଭଲ ପାଏ ବୋଲି, ଆକାଶକୁ ଚାହିଁଦେବ ।  ଯଦି ଜାଣିବାକୁ ଚାହଁ କେତେ ଭଲ ପାଏ ବୋଲି ,ତାର ସବୁ ଗଣିଦେବା ।  ଯଦି ଜାଣିବାକୁ ଚାହଁ  ଏ ମନର କଥାକୁ ସବୁ କଥା ଜାଣି ଯିବ , ଯେଉଁ ଦିନ ମୋତେ ବି ଭଲ ପାଇବ Odia sad romantic shayari image ଲାଗ ତମେ ମିଠା ମହୂ ପରି ଯଦି ବିସ ହେଇଥାଅ ,  ତଥାପି ତମକୁ ପିଇବି ମୁଁ ।  ଲାଗ   ତ ଗଲାପ ଫୁଲ ପରି ଯଦି କଣ୍ଟା ହେଇଥାଅ , ତଥାପି ତୁମକୁ ଚାହିବି ମୁଁ ।  ହୋଇଥାଅ ଯଦି ଜଳନ୍ତା ନିଆଁ ବି , ତଥାପି ତୁମକୁ ଛୁଇଁବି ମୁଁ ।   Odia shayari image,

odia love shayri image 2019