Skip to main content

Odia shayari image, romantic, sad, dhoka,Odia shayari

💝New shayari images 2019

2018


ଯଦି ଜାଣିବାକୁ ଚାହଁ କେତେ ଭଲ ପାଏ ବୋଲି, ଆକାଶକୁ ଚାହିଁଦେବ । 
ଯଦି ଜାଣିବାକୁ ଚାହଁ କେତେ ଭଲ ପାଏ ବୋଲି ,ତାର ସବୁ ଗଣିଦେବା । 
ଯଦି ଜାଣିବାକୁ ଚାହଁ  ଏ ମନର କଥାକୁ ସବୁ କଥା ଜାଣି ଯିବ ,
ଯେଉଁ ଦିନ ମୋତେ ବି ଭଲ ପାଇବ


Odia sad romantic shayari image

ଲାଗ ତମେ ମିଠା ମହୂ ପରି ଯଦି ବିସ ହେଇଥାଅ ,  ତଥାପି ତମକୁ ପିଇବି ମୁଁ । 
ଲାଗ   ତ ଗଲାପ ଫୁଲ ପରି ଯଦି କଣ୍ଟା ହେଇଥାଅ , ତଥାପି ତୁମକୁ ଚାହିବି ମୁଁ । 
ହୋଇଥାଅ ଯଦି ଜଳନ୍ତା ନିଆଁ ବି , ତଥାପି ତୁମକୁ ଛୁଇଁବି ମୁଁ । 



 Odia shayari image,


Comments

Popular posts from this blog

Odia sad love shayari , dhoka, bewafa, emotional video,

My first shayari video  ଏଇଟା ମୋ first shayari  video , ଏଇ ଶାୟରୀ ଲେଖିବା ପାଇଁ ମୋତେ ଗୋଟିଏ ସପ୍ତାହ ଲାଗିଥିଲା । YouTube ରେ ଏଇ video upload କଲେ, ମୁଁ ଭାବିଥିଲି କି 100 views ବି ଆସିବ ବୋଲି, so let's watch my first video. 

Odia heart touching shayeri 2018 ,History of a Heart,

Odia heart ruching shayeri 2018 Odia sad shayeri, best broken heart shayeri  odia sad love shayari for broken heart New odia shayari 2018 A beautiful poem about Love ,latest